www.samajalive.in
Sunday, December 14, 2025
26.1 C
Bhubaneswar

ଅରିନ୍ଦମ ଡାକୁଆ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ବର :  ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ କଟକ ଜିଲାପାଳ ଅରିନ୍ଦମ ଡାକୁଆଙ୍କୁ ନିଯୁକ୍ତି ମିଳିଛି । ସେହିଭଳି ଜଗତସିଂହପୁର ଜିଲାପାଳ ଅନୁପମ ଶାହା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅତିରିକ୍ତ ସଚିବ ନିଯୁକ୍ତ ହୋଇଛନ୍ତି । ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି ।

ହାଉସ ସର୍ଜନ- ନର୍ସିଂ ଅଫିସର ବିବାଦ ତୁଟିଲା

- Advertisement -

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories