www.samajalive.in
Sunday, December 14, 2025
14.1 C
Bhubaneswar

ସ୍କୁଟିରୁ ବାହାରିଲା ସାପ

ବୁର୍ଲା: ବୁର୍ଲା ସହର ମାର୍କେଟ୍ ଅଂଚଳରେ ରଞ୍ଜିତ କରଙ୍କ ନାମକ ଜଣେ ବ୍ୟକ୍ତିଙ୍କ ସ୍କୁଟିରୁ ଏକ ସାପକୁ ଉଦ୍ଧାର କରାଯାଇଛି। ମଝିପାଲି ଅଞ୍ଚଳର ରଞ୍ଜିତ ସ୍କୁଟି ରଖି ଦୋକାନରୁ ସାମଗ୍ରୀ କିଣୁଥିବା ବେଳେ ତାଙ୍କ ଗାଡ଼ିରେ ସାପ ପଶିଯାଇଥିବା ଦେଖିବାକୁ ମିଳିଥିଲା। ଏହାପରେ ତୁରନ୍ତ ଜଣେ ସାପ ଧରାଳିଙ୍କୁ ଖବର ଦିଆଯାଇଥିଲା। ସାପ ଧରାଳି ପହଞ୍ଚି ଗାଡିର ସିଟ୍ ଖୋଲିବା ସହିତ ଉପର ଭାଗ କଭର୍ ଖୋଲି  ସାପକୁ ଉଦ୍ଧାର କରିଥିଲେ। ବର୍ତ୍ତମାନ ବର୍ଷାଦିନ ଯୋଗୁ ସରୀସୃପ ପ୍ରାଣୀମାନେ ଶୁଖିଲା ସ୍ଥାନରେ ରହିବା ପାଇଁ ଗାଡ଼ି ଏବଂ ଜୋତା ଭିତରେ ପ୍ରବେଶ କରୁଥିବା ଦେଖିବାକୁ ମିଳିଛି। ତେଣୁ ଏଥିପ୍ରତି ସାବଧାନତା ଅବଲମ୍ବନ କରିବାର ଆବଶ୍ୟକତା ରହିଛି।

Hot this week

ଦିଲ୍ଲୀରେ ରାଜ୍ୟ କଂଗ୍ରେସର ତୁଙ୍ଗନେତା

ମୋକିମଙ୍କ ଚିଠି ଉପରେ ଆସନ୍ତା ସପ୍ତାହରେ ପଦକ୍ଷେପ ଭୁବନେଶ୍ବର : ରାହୁଲଙ୍କ ଡାକରାରେ...

ସାମ୍ସ ପୋର୍ଟାଲରେ ଅପ୍‌ଡେଟ୍ ହେଉନି ଉପସ୍ଥାନ

ଖିଲାପୀ ତାଲିକାରେ ୨ ହଜାରରୁ ଊର୍ଦ୍ଧ୍ବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଭୁବନେଶ୍ବର :...

ଅଧିନାୟକ-ଉପଅଧିନାୟକଙ୍କ ଖରାପ ପ୍ରଦର୍ଶନ; ୧୫ ଇନିଂସରେ ୫୦ଛୁଇଁ ନାହାଁନ୍ତି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଟି-୨୦ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବ...

ମହାନଦୀ ପ୍ରସଙ୍ଗରେ ରାଜନୀତି ସରଗରମ

୨୨ରେ ଉଚ୍ଚସ୍ତରୀୟ କମିଟିର ପ୍ରଥମ ବୈଠକ ରାଜ୍ୟ ସରକାର ଆଭିମୁଖ୍ୟ ସ୍ପଷ୍ଟ...

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

Related Articles

Popular Categories