www.samajalive.in
Sunday, December 14, 2025
14.1 C
Bhubaneswar

କାକା,ଖୁଡିର ଟାଙ୍ଗିଆ ମାଡରେ ପୁତୁରା ମୃତ ; ଏଥିପାଇଁ ଗଲା ଜୀବନ..

ବଲାଙ୍ଗୀର :ଗାଁ ଦାଣ୍ଡରେ ଗୋଡାଇ ଗୋଡାଇ ହତ୍ୟା । କାକା,ଖୁଡିର ଟାଙ୍ଗିଆ ମାଡରେ ଚାଲିଗଲା ପୁତୁରାର ଜୀବନ । ଏଭଳି ଏକ ଜଘନ୍ୟ ହତ୍ୟାକାଣ୍ଡ ବଲାଙ୍ଗୀର ପୁଇଁତଳା ଥାନା ଅଏଁଲାସାରି ଗାଁରେ ଘଟିଥିବା ନେଇ ଗୁରୁବାର ଖବର ମିଳିଛି । ଜମି ଭାଗବଣ୍ଟାକୁ ନେଇ ପୁତୁରାକୁ ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । କାକା, ଖୁଡି ଥାନାରେ ଅଟକ ରହିଥିବା ବେଳେ କାକାପୁଅ ଭାଇ ଫେରାର୍‌ ରହିଛି । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

ହୃଦଘାତରୁ ରକ୍ଷା ପାଇବାର ଉପାୟ; ନିୟମିତ କେତେ ଶିଢି ଚଢିଲେ ହେବନି ହୃଦଘାତ!

Hot this week

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

Related Articles

Popular Categories