www.samajalive.in
Sunday, December 14, 2025
15.1 C
Bhubaneswar

ଚୀନ୍‌ରେ ବଡ଼ ଅଘଟଣ: ସପିଂ ମଲ୍‌ରେ ନିଆଁ ଲାଗି ୧୬ ମୃତ

ବେଜିଂ: ଚୀନ୍‌ର ଦକ୍ଷିଣ-ପଶ୍ଚିମ ସହର ଜିଗୋଙ୍ଗର ଏକ ସପିଂ ସେଣ୍ଟରରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥି​‌ରେ ୧୬ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ବୁଧବାର ରାତିରେ ଏକ ୧୪ ମହଲା ବ୍ୟବସାୟିକ ଅଟ୍ଟାଳିକାରେ ଅଗ୍ନିକାଣ୍ଡ ଘଟିଥିବା ନେଇ ଖବର ମିଳିଥିଲା। ଅଗ୍ନିଶମ ବାହିନୀ ଏବଂ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି କେତେକ ଲୋକଙ୍କୁ ବାହାରକୁ ଆଣିଥିଲେ। ଉଦ୍ଧାରକାରୀ ଦଳ ଭୋର ୩ଟା ପର୍ଯ୍ୟନ୍ତ ଲୋକଙ୍କୁ ବଞ୍ଚାଇବାକୁ ଉଦ୍ୟମ ଜାରି ରଖିଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ନିଆଁ ଲାଗିବାର କାରଣ ଏବଂ ଅଗ୍ନିକାଣ୍ଡ ସମୟରେ ମଲ୍‌ରେ କେତେ ଲୋକ ଥିଲେ ତାହା ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories