www.samajalive.in
Sunday, December 14, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ଭିତର ରତ୍ନଭଣ୍ଡାରରୁ ବାହାରକୁ ଆସିବା ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜା..

ଭିତର ରତ୍ନଭଣ୍ଡାରରୁ ଅଳଙ୍କାର ସ୍ଥାନାନ୍ତର ଆରମ୍ଭ..

- Advertisement -

ଖଟଶେଯ ଘରକୁ ସ୍ଥାନାନ୍ତର ହେଉଛି ଅଳଙ୍କାର..

ଭଣ୍ଡାର ଘର ମରାମତି ଅତ୍ୟନ୍ତ ଆବଶ୍ୟକ- ଗଜପତି ମହାରାଜା..

ଉଚ୍ଚ ପ୍ରଯୁକ୍ତିବିଦ୍ୟା ସମ୍ପନ୍ନ ଯନ୍ତ୍ରପାତିରେ ଅଳଙ୍କାର ନିରୀକ୍ଷଣ କରାଯିବ ବୋଲି କହିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ..

ରତ୍ନଭଣ୍ଡାର କେବେ ମରାମତି ହୋଇଥିଲା ଆମେ ଜାଣିନାହୁଁ- ଗଜପତି..

୧୯୭୧ ଏଏସଆଇ ହସ୍ତକ୍ଷେପ ପରେ ମରାମତି ହୋଇନାହିଁ..

ଆଜି ସନ୍ଧ୍ୟା ସୁଦ୍ଧା ଅଳଙ୍କାର ସ୍ଥାନାନ୍ତର କାର୍ଯ୍ୟ ସାରିବାକୁ ଉଦ୍ୟମ..

ରାଜ୍ୟ ମନ୍ତ୍ରୀ ପରିଷଦର ଗୁରୁତ୍ୱପୂର୍ଣ୍ଣ ବୈଠକ ଆରମ୍ଭ..

ଶ୍ରାବଣ ମାସ : ବାସ୍‌ ଏହି ସରଳ ଉପାୟ ଦୂର କରିବ ବିବାହ ଠାରୁ ଚାକିରି, ସ୍ୱାସ୍ଥ୍ୟ ସମସ୍ୟା..

ଲୋକସେବା ଭବନରେ ମନ୍ତ୍ରୀ ପରିଷଦ ବୈଠକ..

ନକଲି ଚା’ପତି କାରଖାନା ଠାବ..

ଜଗତପୁର ଲକ୍ଷ୍ମଣପୁରରେ ନକଲି ଚା’ ପତି କାରଖାନା ଠାବ..

ବଲାଙ୍ଗୀର :ଗାଁ ଦାଣ୍ଡରେ ଗୋଡାଇ ଗୋଡାଇ ହତ୍ୟା, କାକା,ଖୁଡିର ଟାଙ୍ଗିଆ ମାଡରେ ଚାଲିଗଲା ପୁତୁରାର ଜୀବନ..

ଏଏସଓଙ୍କୁ ରାଜ୍ୟପାଳଙ୍କ ପୁଅ ମାଡ ମାରିବା ଘଟଣା, ରାଜଭବନ ଆଗରେ ଧାରଣାରେ ବସିଲେ ବିଜୁ ଯୁବ ଓ ଛାତ୍ର ଜନତା ଦଳ
ନ୍ୟାୟ ନମିଳିବା ଯାଏ ଲଢେଇ ଜାରି ରହିବ କହିଲେ..

ନୂଆଦିଲ୍ଲୀ: ନିଟ୍ ଦୁର୍ନୀତି ମାମଲା; ପଟନା ଏମ୍‌ସର ୪ ଡାକ୍ତରଙ୍କୁ ଗିରଫ କଲା ସିବିଆଇ..

 

Hot this week

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନୀତିନ ନବୀନ ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପି ର ନୂତନ କାର୍ଯ୍ୟକାରୀ ସଭାପତି  ଭାବରେ ନୀତିନ ନବୀନ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

Related Articles

Popular Categories