www.samajalive.in
Sunday, December 7, 2025
18.1 C
Bhubaneswar

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ ; ଏସବୁ ଜିଲାରେ ବର୍ଷିବ..

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ କ୍ଷେତ୍ର । କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନରେ ଏହା ଘନୀଭୂତ ହୋଇ ଉତ୍ତରପଶ୍ଚିମ ଦିଗକୁ ଗତି କରିବ।


ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ତୁହାକୁ ତୁହା ବର୍ଷା ଲାଗି ରହିବ। କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୧୯ରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବାବେଳେ ଉତ୍ତର ଓ ଉପକୂଳ ଓଡ଼ିଶାର କିଛି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୨୦ ତାରିଖରେ କୋରାପୁଟ, ମାଲକାନଗିରି ଏବଂ ନବରଙ୍ଗପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇ ପାରେ। ଉପକୂଳ ଏବଂ ଉତ୍ତର ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

ପ୍ରସିଦ୍ଧ ଶୈବପୀଠ ଧବଳେଶ୍ୱରରେ ପ୍ଲାଷ୍ଟିକ୍‌ ମନା

- Advertisement -

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories