www.samajalive.in
Sunday, December 7, 2025
26.1 C
Bhubaneswar

ବାଂଲାଦେଶ ଅଶାନ୍ତ, ଭାରତୀୟଙ୍କୁ ସତର୍କ ରହିବାକୁ ପରାମର୍ଶ

ଡେସ୍କ: ବାଂଲାଦେଶରେ ରହୁଥିବା ଭାରତୀୟ ସମ୍ପ୍ରଦାୟର ସଦସ୍ୟ ଏବଂ ଭାରତୀୟ ଛାତ୍ରମାନଙ୍କୁ ବୁଲାବୁଲି ନ କରିବା ଏବଂ ଗତିବିଧିକୁ କମ୍ କରିବାକୁ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ ଅନୁରୋଧ କରିଛି। ବାଂଲାଦେଶରେ ସୃଷ୍ଟି ହୋଇଥିବା ପରିସ୍ଥିତିକୁ ଦୃଷ୍ଟିରେ ରଖି ଢାକାସ୍ଥିତ ଭାରତୀୟ ହାଇକମିସନ ଜାରି କରିଥିବା ପରାମର୍ଶରେ ଲୋକଙ୍କୁ କୌଣସି ଜରୁରୀ କିମ୍ବା ସହାୟତାର ଆବଶ୍ୟକତା ପଡ଼ିଲେ ୨୪ ଘଣ୍ଟିଆ ଜରୁରୀକାଳୀନ ନମ୍ବରରେ ହାଇ କମିଶନ ଏବଂ ଆସିଷ୍ଟାଣ୍ଟ ହାଇ କମିଶନଙ୍କ ସହ ଯୋଗାଯୋଗ କରିବାକୁ କୁହାଯାଇଛି। ଢାକାରେ ହାଇକମିସନର ଜରୁରୀକାଳୀନ ନମ୍ବର ହେଉଛି +୮୮୦-୧୯୩୭୪୦୦୫୯୧।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories