www.samajalive.in
Sunday, December 14, 2025
16.1 C
Bhubaneswar

ଘରୋଇ ଅର୍ଥଲଗାଣକାରୀ କର୍ମଚାରୀଙ୍କ ଠାରୁ ଟଙ୍କା ଲୁଟ

ପାଟଣା: ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ଢେଙ୍କିକୋଟ-ବଡ଼ମସିଣାବିଲା ରାସ୍ତାର ଟିକିରା ବିଦ୍ୟୁତ ଗ୍ରୀଡ଼ ନିକଟରୁ  ଜଣେ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର କର୍ମଚାରୀ ଙ୍କ ଠାରୁ ୪୯ ହଜାର ଟଙ୍କା ଲୁଟ ହୋଇଛି। କର୍ମଚାରୀ ଦିଲ୍ଲୀପ କୁମାର ସାହୁ ରଙ୍ଗାମାଟିଆ ସାହିର ସ୍ୱୟଂ ସହାୟିକା ଗୋଷ୍ଠୀ ସଦସ୍ୟାଙ୍କ ଠାରୁ ଋଣ ଦେୟ ଆଦାୟ କରି ଫେରୁଥିବା ସମୟରେ ବାଇକରେ ଆସିଥିବା ୨ ମୁଖା ପିନ୍ଧା ଲୁଟେରା ତାଙ୍କୁ ମାରଣାସ୍ତ୍ର ଦେଖାଇ ଭୟଭିତ କରାଇ ଟଙ୍କା ଲୁଟି ନେଇଛନ୍ତି। ଏନେଇ ଘଟଗାଁ ଥାନାରେ ମାମଲା ରୁଜୁ ହୋଇଛି ଏବଂ ଆଇ ଆଇସି ଶୁଭ୍ରାନ୍ତ କୁମାର ଜେନା ଏହି ଘଟଣାର ତଦନ୍ତ କରୁଛନ୍ତି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories