www.samajalive.in
Monday, December 8, 2025
17.1 C
Bhubaneswar

ଗଛରେ ଆମ୍ବୁଲାନ୍ସ ପିଟି ହୋଇ ରୋଗୀ ମୃତ

ଯାଜପୁର : ଗଛରେ ଆମ୍ବୁଲାନ୍ସ ପିଟି ହୋଇ ଚାଲିଗଲା ରୋଗୀର ଜୀବନ । ବିଞ୍ଝାରପୁର ଥାନା ବରହମପୁର ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ବୋଲି ଶୁକ୍ରବାର ଖବର ମିଳିଛି । ରୋଗୀଙ୍କ ୩ ଜଣ ସମ୍ପର୍କୀୟ ସମେତ ଆମ୍ବୁଲାନ୍ସ ଚାଳକ ଗୁରୁତର ହୋଇଛନ୍ତି । କଟକର ଏକ ଘରୋଇ ମେଡିକାଲରୁ ଚିକିତ୍ସା ପରେ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଗୁରୁତର ଆହତଙ୍କୁ ହସ୍ପିଟାଲରେ ଭର୍ତ୍ତି କରିଛି ।

ସ୍ତ୍ରୀକୁ ପିଟି ପିଟି ହତ୍ୟା କଲା ନିଶାସକ୍ତ ସ୍ୱାମୀ

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories