www.samajalive.in
Saturday, December 13, 2025
26.1 C
Bhubaneswar

ବିଇଓ ଅଫିସରେ ପଶିଲା ବର୍ଷା ପାଣି

ସମାଜ ଡିଜିଟାଲ ଡେସ୍କ: ଜଳବନ୍ଦୀରେ କଣାସ ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ । ଅସରାଏ ବର୍ଷା ହେଲେ ପୁରୀ ଜିଲା କଣାସ ବ୍ଲକରେ ଥିବା ବିଇଓ ଅଫିସରେ ଆଣ୍ଠୁୁଏ ପାଖାପାଖି ପାଣି ଜମୁଛି । ଫଳରେ କର୍ମଚାରୀ ଓ ଅଧିକାରୀମାନେ କାର୍ଯ୍ୟାଳୟକୁ ଆସିବାକୁ ଅନିଚ୍ଛା ପ୍ରକାଶ କରୁଛନ୍ତି । ପ୍ରତ୍ୟେକ ଥର ବର୍ଷା ହେବା ପରେ ଏଭଳି ସମସ୍ୟା ଦେଖାଯାଇଥାଏ । ହେଲେ କେହି ଏଥିପ୍ରତି ଦୃଷ୍ଟି ଦେଉନଥିବାରୁ ସମସ୍ୟାର ସମାଧାନ ହୋଇପାରୁନାହିଁ । ବର୍ଷା ପାଣି ପଶିବାରୁ ବିଇଓ ଅଫିସ୍‍ ଜଳମଗ୍ନ ହୋଇଛି । ତୁରନ୍ତ ଜଳବନ୍ଦୀ ସମସ୍ୟା ଦୂର କରିବାକୁ ଦାବି ହୋଇଛି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories