www.samajalive.in
Sunday, December 7, 2025
23.1 C
Bhubaneswar

ବିଦେଶ ମାଟିରେ ରାମଚରଣଙ୍କ ନୂଆ ରେକର୍ଡ଼; ପ୍ରଥମ ଭାରତୀୟ ଭାବେ…

ସମାଜ ଡିଜିଟାଲ ଡେସ୍କ: ଓସ୍କାର ବିଜେତା ଚଳଚ୍ଚିତ୍ର ‘ଆରଆରଆର’ର ଅଭିନେତା ଦକ୍ଷିଣ ଭାରତୀୟ ସୁପରଷ୍ଟାର ରାମ ଚରଣଙ୍କ ନାଁରେ ଯୋଡ଼ି ହୋଇଛି ଆଉ ଏକ ସଫଳତା। ମେଲବର୍ଣ୍ଣର ଭାରତୀୟ ଚଳଚ୍ଚିତ୍ର ମହୋତ୍ସବ(ଆଇଏଫଏଫଏମ)ରେ ରାମ ଚରଣଙ୍କୁ ଭାରତୀୟ କଳା ଓ ସଂସ୍କୃତିର ରାଷ୍ଟ୍ରଦୂତ ପୁରସ୍କାରରେ ସମ୍ମାନିତ କରାଯିବ। ପ୍ରଥମ ଭାରତୀୟ ଭାବେ ସେ ଏହି ପ୍ରତିଷ୍ଠିତ ସମ୍ମାନରେ ସମ୍ମାନିିତ ହେବେ। ଆଇଏଫଏଫଏମ ଭିକ୍ଟୋରିଆନ୍ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତିବର୍ଷ ଆୟୋଜିତ ହେଉଥିବା ଆନୁଷ୍ଠାନିକ ଚଳଚ୍ଚିତ୍ର ମହୋତ୍ସବ। ଚଳିତ ବର୍ଷ ଏହା ଅଗଷ୍ଟ ୧୫ରୁ ୨୪ ପର୍ଯ୍ୟନ୍ତ ଚାଲିବ।

ଇଣ୍ଡିଆନ୍‌ ଫିଲ୍ମ ଫେଷ୍ଟିଭାଲ ମେଲବୋର୍ଣ୍ଣ(ଆଇଏଫଏଫଏମ) ଏଥର ରାମ ଚରଣଙ୍କୁ ରାଷ୍ଟ୍ରଦୂତ ଅତିଥି ଘୋଷଣା କରିଛି। ଏଥିସହ ଭାରତୀୟ ସିନେମାରେ ତାଙ୍କ ଉଲ୍ଲେଖନୀୟ ଅବଦାନ ପାଇଁ ଅଭିନେତାଙ୍କୁ ଭାରତୀୟ କଳା ଓ ସଂସ୍କୃତିର ରାଷ୍ଟ୍ରଦୂତ ପୁରସ୍କାରରେ ସମ୍ମାନିତ କରାଯିବ। ଭାରତୀୟ ସିନେମାର ପ୍ରଥମ ଅଭିନେତା ଭାବେ ସେ ଏହି ସମ୍ମାନ ପାଇ​ବେ​‌।

- Advertisement -

 

 

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories