www.samajalive.in
Friday, December 5, 2025
20.1 C
Bhubaneswar

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ

ପୁରୀ: ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଆରମ୍ଭ ହୋଇଛି । ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀ ବୈଠକ ବସିଛି । ଏଥିରେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏବଂ ସହ-ପ୍ରଭାରୀ ଲତା ଉଶେଣ୍ଡି, ଦୁଇ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, ଧର୍ମେନ୍ଦ୍ର ପ୍ରଧାନ, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ମନ୍ତ୍ରିପରିଷଦର ସଦସ୍ୟମାନେ ଉପସ୍ଥିତ ରହିଛନ୍ତି । ବୈଠକରେ ଆଗାମୀ ଦିନରେ ରଣନୀତି ପ୍ରସ୍ତୁତ ହେବ । ଏହାପୂର୍ବରୁ ବିଜେପିର ପଦାଧିକାର ବୈଠକ ବସିଥିଲା । ବୈଠକରେ ୩ ‘ସ’କୁ ଗୁରୁତ୍ୱ ଦିଆଯାଇଛି ।

 

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories