www.samajalive.in
Tuesday, December 9, 2025
17.1 C
Bhubaneswar

ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ବ ଦିଆଯାଇଛି। ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ ଜେନେରାଲ(ଏଜି) ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଛନ୍ତି। ଏ ନେଇ ରାଜ୍ୟ ସରକାରଙ୍କ ଆଇନ ବିଭାଗ ପକ୍ଷରୁ  ବିଜ୍ଞପ୍ତି ପ୍ରକାଶ ପାଇଛି। ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟଙ୍କୁ ନୂଆ ଏଜି ଭାବେ ରାଜ୍ୟପାଳ ରଘୁବର ଦାସ ନିଯୁକ୍ତି ଦେଇଥିବା ଆଇନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories