www.samajalive.in
Saturday, December 6, 2025
15.1 C
Bhubaneswar

ପୁଣି ଓଡ଼ିଶା ଆସିପାରନ୍ତି ରାଷ୍ଟ୍ରପତି

ଭୁବନେଶ୍ବର : ଓଡ଼ିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ(ଓୟୁଏଟି) ୪୦ତମ ସମାବର୍ତ୍ତନ ଉତ୍ସବ ପାଳନ କରିବାକୁ ଯାଉଛି। ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନିମନ୍ତ୍ରଣ କରାଯାଇଛି। ଏ ସମ୍ବନ୍ଧରେ କୁଳାଧିପତି ତଥା ରାଜ୍ୟପାଳ ରଘୁବର ଦାସଙ୍କ କାର୍ଯ୍ୟାଳୟରୁ ଅନୁମୋଦନ ମିଳିସାରିଥିବାରୁ ଓୟୁଏଟି ପକ୍ଷରୁ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟକୁ ନିମନ୍ତ୍ରଣପତ୍ର ମାଧ୍ୟମରେ ଅନୁରୋଧ କରାଯାଇଛି। ନିମନ୍ତ୍ରଣ ଉପରେ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସ୍ପଷ୍ଟ କରାଯିବା ପରେ ଏ ସଂକ୍ରାନ୍ତରେ ଓୟୁଏଟି ପକ୍ଷରୁ ବିଧିବଦ୍ଧ ତାରିଖ ଘୋଷଣା କରାଯିବା ନେଇ ସୂଚନା ମିଳିଛି।
ଅନ୍ୟପକ୍ଷରେ ଆସନ୍ତା ଅଗଷ୍ଟ ୨୪ରେ ଓୟୁଏଟି ତା’ର ପ୍ରତିଷ୍ଠା ଉତ୍ସବ ପାଳନ କରିବାକୁ ଯାଉଛି। ଏଥିଲାଗି ବ୍ୟାପକ ପ୍ରସ୍ତୁତିରେ ଲାଗି ପଡ଼ିଛନ୍ତି କର୍ତ୍ତୃପକ୍ଷ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories