www.samajalive.in
Tuesday, December 9, 2025
26.1 C
Bhubaneswar

ମାଛ ଧରିବାକୁ ଯାଇ ନଦୀରେ ଭାସିଗଲେ ବୃଦ୍ଧ

କାମାକ୍ଷାନଗର : କାମାକ୍ଷାନଗର ବ୍ଲକ ତଥା ତୁମୁସିଂହା ଥାନା କନ୍ତିଓକାଟେଣି ଗାଁ ନିକଟବର୍ତ୍ତୀ ବ୍ରାହ୍ମଣୀ ନଦୀକୁ ମାଛ ଧରିବାକୁ ଯାଇ ମାଛ ଜାଲରେ ପଡ଼ି ଜଣଙ୍କର ମୃତ୍ୟୁ ହୋଇଛି। କନ୍ତିଓକାଟେଣି ଗାଁର ବସନ୍ତକୁମାର ଦେହୁରୀ ଶୁକ୍ରବାର ପୂର୍ବାହ୍ନରେ ବ୍ରାହ୍ମଣୀ ନଦୀକୁ ମାଛ ଧରିବାକୁ ଯାଇଥିଲେ। ମାଛଧରିବା ସମୟରେ ଆଗରୁ କେହି ପକାଇଥିବା ଜାଲରେ ପଡ଼ି ଆଉ ବାହାରିପାରି ନଥିଲେ। ଫଳରେ ଘଟଣାସ୍ଥଳରେ ବସନ୍ତଙ୍କର ମୃତ୍ୟୁ ହୋଇଥିଲା। ପାଖରେ ଥିବା କେତେକ ଗ୍ରାମବାସୀ ମାଛ ଜାଲ ସହ ବସନ୍ତଙ୍କୁ ନଦୀ ମଧ୍ୟରୁ ଉଦ୍ଧାର କରିଥିଲେ। ପୁଲିସ ପହଞ୍ଚି ବସନ୍ତଙ୍କ ମୃତଦେହ ଜବତ ପରେ ବ୍ୟବଛେଦର ବ୍ୟବସ୍ଥା କରି ତଦନ୍ତ ଆରମ୍ଭ କରିଛି।

Hot this week

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

ଅଟୋକୁ ଧକ୍କା ଦେଇ ବାଇକ ଚାଳକ ମୃତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଲକ୍ଷ୍ମୀପୁର ଗାଁରେ ଅଟୋ କୁ...

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

Related Articles

Popular Categories