www.samajalive.in
Sunday, December 7, 2025
26.1 C
Bhubaneswar

ବଦଳିଲା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଉଥିବା ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ନାମ ବଦଳିଛି । ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର ବଦଳରେ ‘ଓଡ଼ିଶା ରାଜ୍ୟ କ୍ରୀଡା ସମ୍ମାନ’ ରଖାଯାଇଛି । ପ୍ରତିବର୍ଷ ରାଜ୍ୟ କ୍ରୀଡା ବିଭାଗ ପକ୍ଷରୁ ଦିଆଯାଇଥାଏ ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର । ଜାତୀୟ କ୍ରୀଡା ଦିବସରେ ଓଡ଼ିଶାର କୃତି, ସଫଳ କ୍ରୀଡା ବିତ୍‍, କୋଚ୍‍, କ୍ରୀଡା ସାମ୍ବାଦିକ ଏବଂ କ୍ରୀଡା ଅନୁଷ୍ଠାନକୁ ଦିଆଯାଇଥାଏ ଏହି ପୁରସ୍କାର । ୨୦୦୧ରେ ଯେତେବେଳେ ବିଜୁ ଜନତା ଦଳ ରାଜ୍ୟରେ ଶାସନକୁ ଆସିଥିଲା ସେବେଠାରୁ ଏହି ପୁରସ୍କାର ପ୍ରଦାନ କରାଯାଉଅଛି । ଏବେ ରାଜ୍ୟରେ ସରକାର ପରିବର୍ତ୍ତନ ହୋଇଥିବାରୁ ସରକାର ପୂର୍ବ ସରକାରଙ୍କ ବିଭିନ୍ନ ଯୋଜନାର ନାଁ ପରିବର୍ତ୍ତନ କରୁଛନ୍ତି ।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories