www.samajalive.in
Wednesday, December 10, 2025
16.1 C
Bhubaneswar

ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ତିଥି ଭୋଜନ

ସମାଜ ଡିଜିଟାଲ ଡେସ୍କ: ପିଏମ ପୋଷଣ ଯୋଜନାରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ମିଳିବ ତିଥି ଭୋଜନ । ୧୦୦ ଦିନ ଭିତରେ ଅତିକମରେ ବିଭିନ୍ନ ନାଗରିକ ସମାଜ ପକ୍ଷରୁ ପିଲାଙ୍କୁ ଦିଆଯିବ ପୃଷ୍ଟିକର ଖାଦ୍ୟ । ଯେକୌଣସି ବ୍ୟକ୍ତି କିମ୍ବା ଅନୁଷ୍ଠାନ ଚାହିଁଲେ ପିଲାଙ୍କୁ ଏହି ଭୋଜନା ଖୁଆଇ ପାରିବେ । ସ୍ୱତନ୍ତ୍ର ଦିନ, ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଦିନ କିମ୍ବା ଅନ୍ୟ କୌଣସି ଜାତୀୟ ଦିନରେ ଏହି କାର୍ଯ୍ୟ କରିପାରିବେ । ରାଜ୍ୟର ସମସ୍ତ ଜିଲା ଶିକ୍ଷା ଅଧିକାରୀଙ୍କୁ ଏନେଇ ଚିଠି ଲେଖିଛନ୍ତି ପିଏମ ପୋଷଣର ନୋଡାଲ ଅଫିସର ରଘୁରାମ ଆୟର । ସେ କହିଛନ୍ତି ଯେ ଆସନ୍ତା ୨୮ତାରିଖ ଦିନ ଏ ସଂକ୍ରାନ୍ତରେ ଏକ ବୈଠକ ବସିବ । ସ୍କୁଲ ଗୁଡିକରେ ଏହାର କିପରି କାର୍ଯ୍ୟକାରୀ କରାଯିବ ସେନେଇ ବୈଠକରେ ଆଲୋଚନା ହେବ ।

 

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories