www.samajalive.in
Sunday, December 7, 2025
26.1 C
Bhubaneswar

ଝାଡ଼ାବାନ୍ତି ଯୋଗୁ ୨ ଜଣଙ୍କ ମୃତ୍ୟୁ

ବଲାଙ୍ଗୀର : ଝାଡାବାନ୍ତିରେ ଚାଲିଗଲା ୨ ଜଣଙ୍କ ଜୀବନ । ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ଅନ୍ତର୍ଗତ ଲାଖପାଲି ଗାଁରେ ଦୂଷିତ ଜଳ ଯୋଗୁଁ ଝାଡାବାନ୍ତି ବ୍ୟାପିଥିବା ନେଇ ଶନିବାର ସୂଚନା ମିଳିଛି । ମୃତକ ୨ ଜଣ ମହିଳା ବୋଲି ଜଣାପଡିଛି । ଏହାସହ ଅନ୍ୟ ୫୦ ଜଣ ଏଥିରେ ଆକ୍ରାନ୍ତ ହୋଇଛନ୍ତି । କିଛି ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସିତ ହେଉଛନ୍ତି ।

ଦେଖନ୍ତୁ ଭିଡିଓ; ବଣ୍ଡାଘାଟିରେ ପାହାଡ଼ ଧସିବା ପରେ..

Hot this week

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

Related Articles

Popular Categories