www.samajalive.in
Tuesday, December 9, 2025
16.1 C
Bhubaneswar

ବର୍ଷା ଜନିତ ସ୍ଥିତିର ସମୀକ୍ଷା କଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଡେସ୍କ: ମାଲକାନଗିରି ଜିଲ୍ଲା ସମେତ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା କାରଣରୁ ଉତ୍ପନ୍ନ ହୋଇଥିବା ସ୍ଥିତି ସମ୍ପର୍କରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ସମୀକ୍ଷା କରିଛନ୍ତି। ପୁରୀ ଠାରେ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ ସହ ଏ ସମ୍ପର୍କରେ ସେ ସମୀକ୍ଷା କରିବା ସହ ଏସଆରସି ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ମାନଙ୍କ ସହ ଏ ସମ୍ପର୍କରେ ସମୀକ୍ଷା କରିଥିବା ଜଣାପଡିଛି

ସୂଚନା ଅନୁଯାୟୀ, ଯେଉଁ ଜାଗାରେ ଜଳ ସ୍ଥର ବଢ଼ିବାର ସମ୍ଭାବନା ଅଛି, ସେ ସବୁ ଜାଗାରୁ ଲୋକମାନଙ୍କୁ ଉଚ୍ଚ ସ୍ଥାନକୁ ସ୍ଥାନାନ୍ତର କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଲୋକଙ୍କ ରହିବା ଏବଂ ଭୋଜନ ବ୍ୟବସ୍ଥା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ମନ୍ତ୍ରୀ ଶ୍ରୀ ପୂଜାରୀ କହିଛନ୍ତି, ସଜାଗ ରହିବାକୁ ଏସ ଆର ସି, ରାଜସ୍ୱ ବିଭାଗ ଅଧିକାରୀ ଏବଂ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।ଉଚ୍ଚ ସ୍ଥାନରେ ଲୋକ ମାନଙ୍କର ରହିବା ଏବଂ ଭୋଜନ ପାଇଁ ବ୍ୟବସ୍ଥା କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories