www.samajalive.in
Wednesday, December 10, 2025
15.1 C
Bhubaneswar

ନିପା ଭାଇରସ୍ ଆତଙ୍କ: କେରଳରେ ଜଣେ ଆକ୍ରାନ୍ତ ଚିହ୍ନଟ, ମାସ୍କ ବାଧ୍ୟତାମୂଳକ

ନୂଆଦିଲ୍ଲୀ: କେରଳରେ ପୁଣି ଡରାଇଲା ନିପା ଭାଇରସ୍। କେରଳର ଥିରୁଅନନ୍ତପୁରମରେ ଜଣେ ୧୪ ବର୍ଷୀୟ ବାଳକ ନିପା ଭାଇରସ୍ ରେ ସଂକ୍ରମଣ ହୋଇଥିବା​‌ ଚିହ୍ନଟ କରାଯାଇଛି। ତେବେ ବାଳକ ଜଣକ କାହା ସଂସ୍ପର୍ଶରେ ଆସିଛନ୍ତି, ସେ ନେଇ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏହା ସହିତ ଆକ୍ରାନ୍ତ ଚିହ୍ନଟ ଅଞ୍ଚଳର ୩ କିମି ମଧ୍ୟରେ ସତର୍କ ରହିବାକୁ ପରାମର୍ଶ ଜାରି କରାଯାଇଛି । ସେପଟେ ଏହି ଭାଇରସ ଚିହ୍ନଟ ପରେ ମାଲାପୁରମବାସୀଙ୍କୁ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରିଛି ପ୍ରଶାସନ। ଶନିବାର ଟେଷ୍ଟ ରିପୋର୍ଟ ପଜିଟିଭ୍ ଆସିଥିବା ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ସମ୍ପୃକ୍ତ ବାଳକର ସ୍ଵାସ୍ଥ୍ୟବସ୍ଥା ସ୍ଥିର ରହିଛି। ଏହାପରେ ସଜାଗ ରହିଛି ସ୍ଵାସ୍ଥ୍ୟ ବିଭାଗ। କେରଳ ସ୍ଵାସ୍ଥ୍ୟମନ୍ତ୍ରୀ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories