www.samajalive.in
Monday, December 8, 2025
17.1 C
Bhubaneswar

ପୋଲ ତଳୁ ମଣିଷ କଙ୍କାଳ ଉଦ୍ଧାର

ସୁନ୍ଦରଗଡ: ସୁନ୍ଦରଗଡ ଜିଲ୍ଲା କୋଇଡା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। କାଲଟା ଫାଣ୍ଡି ଜାତୀୟ ରାଜପଥ ପୋଲ ତଳୁ ଏକ ମଣିଷ କଙ୍କାଳ ଉଦ୍ଧାର ହୋଇଛି। ଘଟଣା ସ୍ଥଳରୁ ଏକ ବ୍ୟାଗ୍ ମଧ୍ୟ ଜବତ କରାଯାଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ  କଙ୍କାଳଟି କାହାର, ତାହା ସଠିକ୍ ଭାବେ ଜଣାପଡିନାହିଁ। କିନ୍ତୁ ଜବତ ହୋଇଥିବା ବ୍ୟାଗରୁ ଆଧାର କାର୍ଡ ଏବଂ କିଛି ଗୁରୁତ୍ଵପୂର୍ଣ୍ଣ କାଗଜ ପତ୍ର ମିଳିଛି। ଖବର ପାଇ କୋଇଡା ପୁଲିସ୍ ଏବଂ ଫରେନସିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଖୋଳତାଡ ଜାରି ରଖିଛି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories