www.samajalive.in
Saturday, December 6, 2025
16.1 C
Bhubaneswar

ଉଷା ପାଢ଼ୀଙ୍କ ନାଁରେ ସାଇବର ଠକେଇ ଉଦ୍ୟମ, ଦେଖନ୍ତୁ ହ୍ବାଟ୍ସଆପରେ କେମିତି ମେସେଜ କରି ଟଙ୍କା ମାଗୁଛି ଠକ…

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ଆଇଏଏସ ଅଧିକାରୀ ତଥା ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ବିଭାଗ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀଙ୍କ ନାମରେ ସାଇବର ଠକେଇ ଉଦ୍ୟମ ହୋଇଛି। ପାଢ଼ୀଙ୍କ ନାମରେ ହ୍ବାଟ୍ସଆପରେ ନକଲି ଆକାଉଣ୍ଟ ଖୋଲି ତାଙ୍କ ଫଟୋକୁ ଡିପି ରଖି ଜଣାଶୁଣା ଲୋକଙ୍କୁ ଟଙ୍କା ମଗାଯାଉଥିବା ଅଭିଯୋଗ ହୋଇଛି।

- Advertisement -

ପାଢ଼ୀ ଏ ସମ୍ପର୍କରେ ସାମାଜିକ ଗଣମାଧ୍ୟମ ଏକ୍ସ ଜରିଆରେ ଜନସାଧାରଣଙ୍କୁ ଅବଗତ କରିଛନ୍ତି। ସାଇବର ଠକ ପାଢ଼ୀଙ୍କ ନିକଟ ସମ୍ପର୍କୀୟ ଏବଂ ଚିହ୍ନାଜଣା ଲୋକଙ୍କୁ ହ୍ବାଟ୍ସଆପରେ ବାର୍ତ୍ତା ପଠାଇ ୫୦ ହଜାର ଟଙ୍କା ମାଗୁଛନ୍ତି। ଏହାର ସ୍କ୍ରିନସଟକୁ ପାଢ଼ୀ ନିଜ ସାମାଜିକ ଗଣମାଧ୍ୟମ ଆକାଉଣ୍ଟରେ ଶେୟାର କରିବା ସହିତ ଏଭଳି ଠକଙ୍କଠାରୁ ଦୂରେଇ ରହିବାକୁ ଲୋକଙ୍କୁ ପରାମର୍ଶ ଦେଇଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories