www.samajalive.in
Sunday, December 14, 2025
26.1 C
Bhubaneswar

ସପ୍ତଦଶ ବିଧାନସଭା ପାଇଁ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ

ଭୁବନେଶ୍ବର : ସପ୍ତଦଶ ବିଧାନସଭା ପାଇଁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ମାଷ୍ଟର କ୍ୟାଣ୍ଟିନରୁ ବିଧାନସଭା ସମ୍ପୂର୍ଣ୍ଣ ଅଞ୍ଚଳ ସିସିଟିଭି ନଜରରେ ରହିବ । ପ୍ରବେଶ ଓ ପ୍ରସ୍ଥାନ ପଥରେ ସଶସ୍ତ୍ରବାହିନୀ ରହିବେ । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ୍ ଫୋର୍ସ ମୁତୟନ ହେବେ । କହିରଖୁଛୁ ଆସନ୍ତାକାଲିଠୁ ସପ୍ତଦଶ ବିଧାନସଭା ଅଧିବେଶନ ଆରମ୍ଭ ହେବ । ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକରେ ଆସନ୍ତାକାଲିଠାରୁ ଆରମ୍ଭ ହେଉଥିବା ବିଧାନସଭା ଅଧିବେଶନ କେମିତି ସୁରୁଖୁରରେ ଚାଲିବ ସେ ନେଇ ଆଲୋଚନା ହୋଇଛି । ଆସନ୍ତାକାଲିଠୁ ବଜେଟ୍ ଅଧିବେଶନ ଆରମ୍ଭ ହେଉଛି ।

ଉତ୍ତରାଖଣ୍ଡରେ ଭୂସ୍ଖଳନ, ୩ ତୀର୍ଥଯାତ୍ରୀ ମୃତ

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories