www.samajalive.in
Sunday, December 14, 2025
15.1 C
Bhubaneswar

ଅଜଣା ଗାଡି ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ

ରେଙ୍ଗାଲିକ୍ୟାମ୍ପ: ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଲାଦରପାଲି  ଛକ ଠାରେ  ୫୩ ନଂ ଜାତୀୟ ରାଜପଥରେ  ଆଜି ଜଣେ ବୃଦ୍ଧାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇ ଫେରାର  ମାରିଥିଲା। ଫଳରେ ବୃଦ୍ଧାଟି ସେଠାରେ ପଡିଯାଇ ମୃତ୍ୟୁ ବରଣ କରିଥିଲେ । ଖବର ପାଇ ଅତାବିରା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରିଥିଲେ।  ବୃଦ୍ଧାଙ୍କ ପରିଚୟ ମିଳି ପାରିନାହିଁ। ଫଳରେ ତାଙ୍କ ମୃତଦେହକୁ ବରଗଡ଼ ସରକାରୀ ଡ଼ାକ୍ତରଖାନାରେ ମର୍ଚୁଆରି ଚାମ୍ବରରେ ରଖାଯାଇଛି। ତାଙ୍କର କେହି ପରିଚିତ ଆସିଲେ ତାଙ୍କୁ ମୃତଦେହ ହସ୍ତାନ୍ତର କରାଯିବ। ତେବେ ୪ଦିନ ପର୍ଯ୍ୟନ୍ତ  ମୃତ ବୃଦ୍ଧାଙ୍କର  କୌଣସି ପରିଚିତ ବ୍ୟକ୍ତି ନ ଆସିଲେ ପୁଲିସ ପକ୍ଷରୁ ମୃତଦେହ ସତ୍କାର କରିଦିଆଯିବ ବୋଲି ଜଣାପଡିଛି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories