www.samajalive.in
Saturday, December 13, 2025
23.1 C
Bhubaneswar

ଔଷଧ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ଲୁଧିଆନା .. – ପଞ୍ଜାବର ଲୁଧିଆନାରେ ଥିବା ଏକ ଔଷଧ ତିଆରି କାରଖାନାରେ ଭୟାବହ ଅଗ୍ନିକାଣ୍ଡ ଲାଗିଛି । ଗୁରୁବାର ସନ୍ଧ୍ୟାରେ ଏହି ଅଗ୍ନିକାଣ୍ଡ ଘଟିଛି । ରିପୋର୍ଟ ଲେଖାହେବା ବେଳକୁ ଅଗ୍ନିଶମ ବିଭାଗର ଗାଡି ନିଆଁକୁ ନିୟନ୍ତ୍ରଣ କରିବା କାର୍ଯ୍ୟରେ ନିୟୋଜିତ ଥିଲେ ।

ଲୁଧିଆନାର ଉପକାର ନଗରୀରେ ଥିବା ଏହି ଔଷଧ ତିଆରି କାରାଖାନାରେ  ସର୍ଟ ସର୍କିଟ ଯୋଗୁଁ ଅଗ୍ନି କାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ଏ ବିଷୟରେ ଅଧିକ ସୂଚନା ପାଇଁ ଅପେକ୍ଷା କରାଯାଇଛି ।

Hot this week

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

ତାଣ୍ଡବ ରଚିଲା ଘନ କୁହୁଡ଼ି : ଗୋଟିଏ ପରେ ଗୋଟିଏ ଛଅଟି ଗାଡ଼ି ଧକ୍କା

ସମାଜ ଲାଇଭ ଡ଼େସ୍କ : ଉତ୍ତର ପ୍ରଦେଶରେ ତାଣ୍ଡବ ରଚିଲା ଘନ...

Related Articles

Popular Categories