www.samajalive.in
Sunday, December 14, 2025
16.1 C
Bhubaneswar

ବିଲିଭର୍ସ ଚର୍ଚ୍ଚର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲା ତେଙ୍ଗେଡ଼ାଥର ସ୍ଥିତ ବିଭିଲର୍ସ ଇଣ୍ଟନ ଚର୍ଚ୍ଚ ମଣ୍ଡଳୀର ୫୬ତମ ବାର୍ଷିକ ଉତ୍ସବ ଚର୍ଚ୍ଚ ପରିସରରେ ପାଳନ ହୋଇଯାଇଛି। କାର୍ଯ୍ୟକ୍ରମରେ ଘୁ.ଉଦୟଗିରି ବିଧାୟକ ପ୍ରଫୁଲ ପ୍ରଧାନ ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଭାବେ ପଞ୍ଚାୟତ ସମିତି ଅଧ୍ୟକ୍ଷ ଦିଲିପ କହଁର ଯୋଗ ଦେଇଥିଲେ। ଏହି ଅବସରରେ ଚକ୍ର ଦିଗାଲ ଏବଂ ପୁଷ୍ପକେଶ ମଲିକଙ୍କ ଦ୍ୱାରା ମଣ୍ଡଳୀ ସ୍ଥାପନ ହୋଇଥିବାରୁ ସେମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଫାଦର ବିନୋଦ ଦିଗାଲ ପ୍ରଦିଷ୍ଠା ଉତ୍ସବର ଉଦ୍ଦେଶ୍ୟ ଉପରେ ଆଲୋକପାତ କରିଥିଲେ। ପାଳକ ନିରଞ୍ଜନ ସ୍ୱାଗତ ଓ ସଂପାଦକ ଭାଇ ପ୍ରଦୀପ ଇତିହାସ ପଠନ କରିଥିଲେ। ଫାଦର ଲେବ ରଇତ ସଭା ପରିଚାଳନା କରିଥିବା ବେଳେ ଭାଇ ଫିଲିପ୍ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories