www.samajalive.in
Sunday, December 14, 2025
16.1 C
Bhubaneswar

ରଜୌରୀ ସେନା କ୍ୟାମ୍ପ ଉପରେ ଆକ୍ରମଣ: କିଛି ଯବାନ ଆହତ ସୂଚନା

ନୂଆଦିଲ୍ଲୀ: ଜମ୍ମୁ-କାଶ୍ମୀର ରଜୌରୀ ସେନା କ୍ୟାମ୍ପ ଉପରେ ବଡଧରଣର ଆତଙ୍କୀ ଆକ୍ରମଣ।  ସୁରକ୍ଷାକର୍ମୀଙ୍କ ସତର୍କତା ଯୋଗୁଁ  ବଡ ଆକ୍ରମଣ ଉଦ୍ୟମ ବିଫଳ ହୋଇଛି।  ସୁରକ୍ଷାକର୍ମୀ-ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଆତଙ୍କୀଙ୍କ ଆକ୍ରମଣରେ କିଛି ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଘଟଣା ପରେ ସର୍ଚ୍ଚ ଅପରେସନ ଜୋରଦାର କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories