www.samajalive.in
Friday, December 5, 2025
20.1 C
Bhubaneswar

କଂଗ୍ରେସ ବିଧାୟକ ଦଳ ବୈଠକ ଥିଲା ବୋଲି ଜାଣିନଥିଲି-ତାରା ବହିନୀପତି

ଭୁବନେଶ୍ୱର: ବିଧାନସଭା ଅଧିବେଶନ ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଥିଲା । ହେଲେ ବୈଠକକୁ ଆସିନଥିଲେ ବିଧାୟକ ତାରା ବାହିନୀପତି । ଏନେଇ ଗଣମାଧ୍ୟମରେ ପ୍ରତିକ୍ରିୟା ରଖି ତାରା କହିଛନ୍ତି ଯେ ବୈଠକ ଥିଲା ବୋଲି ମୁଁ ଜାଣିନଥିଲି, ତେଣୁ ଅନୁପସ୍ଥିତ ରହିଥିଲି । ମୋ ସହ କେହି ଯୋଗାଯୋଗ କରିନଥିଲେ । ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା । ତାରା ବାହିନୀପତି ବୈଠକରେ ଅନୁପସ୍ଥିତ ରହିଥିବା ବେଳେ ବିଧାୟକ ରମେଶ ଜେନା ବିଳମ୍ବରେ ଆସିଥିଲେ ।

Hot this week

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

Related Articles

Popular Categories