www.samajalive.in
Saturday, December 6, 2025
17.1 C
Bhubaneswar

ଜ୍ୱାଇଁର ଶାବଳ ମାଡରେ ଶାଶୁ,ସ୍ତ୍ରୀ ମୃତ

ରେଢାଖୋଲ : ଜ୍ୱାଇଁର ଶାବଳ ମାଡରେ ଶାଶୁ ଏବଂ ସ୍ତ୍ରୀ ମୃତ । ଏଭଳି ଅଭାବନୀୟ ଘଟଣା ସମ୍ବଲପୁରରେ ଘଟିଛି । ରେଢାଖୋଲ ଥାନା ପୋଡାବଲଣ୍ଡା ଗ୍ରାମରେ ଏହି ଜଘନ୍ୟ ହତ୍ୟାକାଣ୍ଡ ଘଟିଛି ବୋଲି ସୋମବାର ଖବର ମିଳିଛି । ମୃତକ ହେଲେ ଶାଶୁ ରୁବି ସାହୁ ଓ ଲକି ସାହୁ । ଘଟଣା ପରେ ଜ୍ୱାଇଁ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି । ଘରୋଇ କଳହକୁ ନେଇ ଏହି ହତ୍ୟାକାଣ୍ଡ ଘଟିଛି ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି ।

ରାଜଧାନୀରେ ଧରାପଡିଲେ କୁଖ୍ୟାତ ଶଳା ଭିଣୋଇ ଗ୍ୟାଙ୍ଗ; କରୁଥିଲେ ଲୁଟ୍‌..

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories