www.samajalive.in
Monday, December 15, 2025
24.1 C
Bhubaneswar

ସ୍କୁଲରେ ମିଳିଥିବା ବଟିକା ଖାଇ ୩୦ ଛାତ୍ରଛାତ୍ରୀ ଅସୁସ୍ଥ

ପାରାଦୀପ : ସ୍କୁଲରେ ମିଳିଥିବା ବଟିକା ଖାଇ ୩୦ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଅଠରବାଙ୍କି ତଳଗଡ ୟୁପି ସ୍କୁଲରେ ୧୧୫ ଜଣ ଛାତ୍ରଛାତ୍ରୀଙ୍କୁ ବଟିକା ଦିଆଯାଇଥିଲା । ତେବେ ବଟିକା ଖାଇବା ପରେ ୩୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡିଥିଲେ । ସମସ୍ତଙ୍କୁ ତୁରନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପିଲାଙ୍କର ବାନ୍ତି ହେବା ସହ ମୁଣ୍ଡ ବୁଲାଇଥିଲା । କିଛି ଛାତ୍ରଛାତ୍ରୀ ପେଟ ବ୍ୟଥା ହେବା କହିଥିଲେ । ଅନ୍ୟପଟେ ଛାତ୍ରଛାତ୍ରୀଙ୍କୁ ଏକ୍ସପାଏରୀ ଆଇରନ୍ ବଟିକା ଦିଆଯାଇଥିବା ଅଭିଯୋଗ ଆଣି ଅଭିଭାବକମାନେ ସ୍କୁଲ ନିକଟରେ ହୋହଲ୍ଲା କରିଥିଲେ ।

ଟ୍ରେନରେ ସିଟକୁ ନେଇ ଝଗଡା, ଭିଡିଓ ଭାଇରାଲ

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories