www.samajalive.in
Sunday, December 14, 2025
26.1 C
Bhubaneswar

ନୂଆ ଏଜି ଭାବେ ଦାୟିତ୍ବ ନେଲେ ପିତାମ୍ବର ଆଚାର୍ଯ୍ୟ

କଟକ: ନୂଆ ଏଜି ଭାବେ ଦାୟିତ୍ବ ଗ୍ରହଣ କରିଛନ୍ତି ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ଯ୍ୟ । ସୋମବାର ହାଇକୋର୍ଟ ସ୍ଥିତ କାର୍ଯ୍ୟାଳୟରେ ନୂତନ ଆଡଭୋକେଟ୍ ଜେନେରାଲ ଭାବେ ପିତାମ୍ବର ଆଚାର୍ଯ୍ୟ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି  । ଗତ ୧୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପିତାମ୍ବରଙ୍କୁ ଏଜି ଭାବେ ନିଯୁକ୍ତି ଦେଇଥିଲେ । ଏନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଥିଲା । ଆଜି ସେ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି ।

ପିତାମ୍ବର ଆଚାର୍ଯ୍ୟ ହେଲେ ନୂଆ ଆଡଭୋକେଟ ଜେନେରାଲ

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories