www.samajalive.in
Saturday, December 13, 2025
26.1 C
Bhubaneswar

ଯୁବକଙ୍କୁ ଗୁଳି କରି ହତ୍ୟା

ଢେଙ୍କାନାଳ : ଯୁବକଙ୍କୁ ଗୁଳି କରି ହତ୍ୟା କଲେ ଦୁର୍ବୃତ୍ତ । ହିନ୍ଦୋଳ ନୂଆବଗ ଛକରେ ଜଣେ ଯୁବକଙ୍କୁ ଅଚାନକ ବାଇକରେ ୨ ଦୁର୍ବୃତ୍ତ ଆସି ଗୁଳିମାଡ କରିଥିଲେ । ଗୁଳିମାଡ କରି ଫେରାର ହେବାକୁ ଉଦ୍ୟମ କରୁଥିବାବେଳେ ଜଣଙ୍କୁ କାବୁ କରିବାରେ ପୁଲିସ ସଫଳ ହୋଇଛି । ଅନ୍ୟପଟେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ତୁରନ୍ତ ଡାକ୍ତରଖାନା ନିଆଯାଇଥିଲା କିନ୍ତୁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଗୁଳିମାଡର କାରଣ ଜଣାପଡିନଥିବାବେଳେ ଅଟକ ଥିବା ଅଭିଯୁକ୍ତକୁ ପଚରାଉଚରା କରୁଛି ପୁଲିସ ।

ନୂଆ ଏଜି ଭାବେ ଦାୟିତ୍ବ ନେଲେ ପିତାମ୍ବର ଆଚାର୍ଯ୍ୟ

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories