www.samajalive.in
Sunday, December 14, 2025
26.1 C
Bhubaneswar

ବଜେଟ୍ ଅଧିବେଶନର ଦ୍ଵିତୀୟ ଦିନ : ଉଠିପାରେ ଏସବୁ ପ୍ରସଙ୍ଗ

ଭୁବନେଶ୍ଵର: ବିଧାନସଭାର ସପ୍ତଦଶ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ଆଜି ଦ୍ଵିତୀୟ ଦିନରେ ବି ସରଗରମ ହୋଇପାରେ ଗୃହ। ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ନେଇ ଆଲୋଚନା ହେବ। ଆଜି ଘୃହରେ ପଞ୍ଚାୟତିରାଜ, ପାନୀୟ ଜଳ, ଗୃହ ନିର୍ମାଣ, ନଗର ଉନ୍ନୟନ , ଗ୍ରାମ୍ୟ ଉନ୍ନୟନ , ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତ୍ତନ, ଶ୍ରମ ଏବଂ କର୍ମଚାରୀ ରାଜ୍ୟବୀମା , ସରକାରୀ ଉଦ୍ୟୋଗ ବିଭାଗର ପ୍ରଶ୍ନକାଳ ରହିଛି। ବିରୋଧୀ ଦଳ ପକ୍ଷରୁ ଦରଦାମ୍ ବୃଦ୍ଧି ଏବଂ ସରକାର ଚୁପ୍ ପ୍ରସଙ୍ଗରେ ମୂଲତବୀ ପ୍ରସ୍ତାବ ଦିଆଯାଇଛି। ଗତକାଲି ପ୍ରଥମ ଦିନରେ ଦୁଇ ବିରୋଧୀ ବିଜେଡି ଏବଂ କଂଗ୍ରେସ ରାଜ୍ୟପାଳଙ୍କ ପୁଅ ପ୍ରସଙ୍ଗ ଉଠାଇ ସରକାରଙ୍କୁ ଘେରିଥିଲେ।  ଚଳିତ ଅଧିବେଶନରେ ଏହି ଦୁଇ ପ୍ରସଙ୍ଗରେ ଗୃହ ସରଗରମ ହେବାର ଆଶା କରାଯାଉଛି। ସୋମବାର ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ବିରୋଧୀ ବିଜେଡି ଏବଂ କଂଗ୍ରେସ କକ୍ଷତ୍ୟାଗ କରିଥିଲେ।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories