www.samajalive.in
Monday, December 8, 2025
17.1 C
Bhubaneswar

ଦେଶରେ ପ୍ରତିଷ୍ଠା ହେବ ଆଉ ୧୨ ଇଣ୍ଡଷ୍ଟ୍ରିଆଲ ପାର୍କ

ଭୁବନେଶ୍ଵର: ସଂସଦରେ ୨୦୨୪-୨୫ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଅର୍ଥମନ୍ତ୍ରୀ କହିଛନ୍ତି ଲୋକମାନେ ସରକାରଙ୍କ ନୀତି ଉପରେ ଭରସା କରିଛନ୍ତି । ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା ହେବ। ଶିଳ୍ପ କାରଖାନାରେ ଯେଉଁ ଶ୍ରମିକମାନେ କାର୍ଯ୍ୟ କରୁଛନ୍ତି , ସେମାନଙ୍କ ପାଇଁ ବିଶେଷ ବ୍ୟବସ୍ଥା କରାଯିବ । ପିପିପି ମୋଡ୍‌ରେ ରେଣ୍ଟାଲ୍ ହାଉସିଂ ବ୍ୟବସ୍ଥା ନିର୍ମାଣ ହେବ। ଡର୍ମିଟୋରୀ ବ୍ୟବସ୍ଥା ରହିବ। ଯାହାଦ୍ଵାରା ଶ୍ରମିକମାନେ ସୁବିଧାରେ ରହିପାରିବେ।

https://x.com/sansad_tv/status/1815637807760801793

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories