www.samajalive.in
Sunday, December 7, 2025
13.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

୨୦୨୪-୨୫ ବର୍ଷର ବଜେଟ ଉପସ୍ଥାପନ..

ସୁନା, ରୁପା, କର୍କଟ ଔଷଧ, ମୋବାଇଲ୍‌ ଫୋନ୍‌ ଶସ୍ତା..

- Advertisement -

ମହଙ୍ଗା..

ପେଟ୍ରୋକେମିକାଲ ଉତ୍ପାଦ

ପ୍ଲାଷ୍ଟିକ୍‌ ଓ ପ୍ଲାଷ୍ଟିକ୍‌ ଉତ୍ପାଦ

ଟେଲିକମ୍‌ ଉପକରଣ

ବିମାନ ଯାତ୍ରା

ସିଗାରେଟ୍‌

୨୦୨୪-୨୫ ବର୍ଷର ବଜେଟ ଉପସ୍ଥାପନ: ମୁଦ୍ରା ଋଣ ୧୦ଲକ୍ଷରୁ ୨୦ଲକ୍ଷକୁ ବୃଦ୍ଧି..

ବଜେଟ୍‌ରେ ୯ଟି କ୍ଷେତ୍ରକୁ ଫୋକସ୍‌: ୧. କୃଷି କ୍ଷେତ୍ରରେ ଉତ୍ପାଦକତା ଏବଂ ସ୍ଥିରତା

୨. ରୋଜଗାର ଏବଂ ଦକ୍ଷତା

୩. ସମାବେସୀ ମାନବ ସମ୍ବଳ ବିକାଶ ଏବଂ ସାମାଜିକ ନ୍ୟାୟ

୪. ବିନିର୍ମାଣ ଏବଂ ସେବା

୫. ସହରୀ ବିକାଶ

୬. ଶକ୍ତି ସୁରକ୍ଷା

୭. ଭିତ୍ତିଭୂମି

୮. ଅଭିନବ, ଅନୁସନ୍ଧାନ ଏବଂ ବିକାଶ

୯. ଆଗାମୀ ପିଢିର ଉନ୍ନତି

ବଜେଟକୁ ନେଇ ପୂର୍ବତନ ଅର୍ଥମନ୍ତ୍ରୀ ପି.ଚିଦାମ୍ବରମ୍‍ଙ୍କ ପ୍ରତିକ୍ରିୟା..

କହିଲେ ମୋତେ ଖୁସି ଲାଗୁଛି..

ନିର୍ବାଚନ ଫଳାଫଳ ପରେ କଂଗ୍ରେସର ଘୋଷଣାପତ୍ର ବୋଧ ହୁଏ ପଢିଥିଲେ ବିଜେପି ସରକାର..

ଚଳିତ ବଜେଟରେ ଶିକ୍ଷାକୁ ବିଶେଷ ଧ୍ୟାନ ଦିଆଯାଇଛି..

ଶିକ୍ଷା କ୍ଷେତ୍ରକୁ ସୁଦୃଢ କରିବା ପାଇଁ ୧.୪୮ଲକ୍ଷ କୋଟି ଟଙ୍କା ବ୍ୟୟ ବରାଦ..

ଅଗଷ୍ଟ ମାସରେ ଗ୍ରହଙ୍କ ବଡ ଯୋଗ: ବଦଳିଯିବ ଏହି ରାଶିଙ୍କ ଭାଗ୍ୟ, ଧନ ଠାରୁ ଆରମ୍ଭ କରି ମିଳିବ ଚାକିରି..

୨୦୦୧ ବ୍ୟାଚର ଆଇଏଏସଙ୍କୁ ମିଳିଲା ଗୁରୁ ଦାୟିତ୍ୱ..

ନୂଆ ସିଇଓ ହେଲେ ଆର୍ ସନ୍ଥଗୋପାଳନ..

ବନ୍ୟା ପାଇଁ ୫ ରାଜ୍ୟକୁ ସ୍ୱତନ୍ତ୍ର ସହାୟତା ଘୋଷଣା..

କେନ୍ଦ୍ର ସାଧାରଣ ବଜେଟ୍..

ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ୍ ପାର୍କ ପ୍ରତିଷ୍ଠା ହେବ, ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ..

ପିପିପି ମୋଡ୍‌ରେ ନିର୍ମାଣ ହେବ ରେଣ୍ଟାଲ ହାଉସିଂ ବ୍ୟବସ୍ଥା..

କେନ୍ଦ୍ର ସାଧାରଣ ବଜେଟ୍: ଦେଶର ବିଭିନ୍ନ ସହରରେ ନିର୍ମାଣ ହେବ ୧୦୦ ଷ୍ଟିଟ୍ ଫୁଡ୍ ହବ୍ , ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ..

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories