www.samajalive.in
Saturday, December 13, 2025
26.1 C
Bhubaneswar

ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଟାସ୍କ ଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ନିଯୁକ୍ତ ହୋଇଛନ୍ତି।

ଏହି ଟାସ୍କ ଫୋର୍ସରେ ରହିଥିବା ୮ ଜଣ ସଦସ୍ୟ ଅଛନ୍ତି। ଏହି ସଦସ୍ୟ ମାନେ ହେଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ୍, ସରକାରୀ ଦଳ ଉପ ମୁଖ୍ୟ ସଚେତକ ଗୋବିନ୍ଦ ଚନ୍ଦ୍ର ଦାସ, ବାଲେଶ୍ଵର ସାଂସଦ ପ୍ରତାପ ଚନ୍ଦ୍ର ଷଡଙ୍ଗୀ ,କେନ୍ଦୁଝର ସାଂସଦ ଅନନ୍ତ ନାୟକ, କରଞ୍ଜିଆ ବିଧାୟକ ପଦ୍ମ ଚରଣ ହାଇବୁରୁ, ଚମ୍ପୁଆ ବିଧାୟକ ସନାତନ ମହାକୁଡ଼, ତେଲକୋଇ ବିଧାୟକ ଫକୀର ମୋହନ ନାୟକ ଏବଂ ବାସୁଦେବପୁର ବିଧାୟକ ଅଶୋକ କୁମାର ଦାସ ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories