www.samajalive.in
Friday, December 12, 2025
17.1 C
Bhubaneswar

ପତ୍ନୀକୁ ନିର୍ଯ୍ୟାତନା ଦେବା ଅଭିଯୋଗରେ ସ୍ୱାମୀ ଗିରଫ

ଗୁରୁଡିଝାଟିଆ: ବିବାହର ୧୦ବର୍ଷ ପରେ ମଧ୍ୟ ନିଜର ପତ୍ନୀକୁ ନିର୍ଯ୍ୟାତନା ଦେବା ଅଭିଯୋଗରେ ଗୁରୁଡିଝାଟିଆ ପୁଲିସ ସାଉରିଆ ଗ୍ରାମର ରୂପକ ଜେନା ନାମକ ଯୁବକକୁ ଗିରଫ କରିଛି । ୨୦୧୪ ମସିହାରେ ରୂପକ ଏହି ଥାନା ଅନ୍ତର୍ଗତ ପଇଲାବର ଗ୍ରାମର ବନିତାକୁ ବିବାହ କରିଥିଲେ । ହେଲେ ବିଭିନ୍ନ ସମୟରେ ମାରଧର କରିବା ସହିତ ଗାଳିଗୁଲଜ କରି ନିର୍ଯ୍ୟାତନା ଦେଉଥିବା ନେଇ ବନିତା ଗୁରୁଡିଝାଟିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ବନିତାଙ୍କ ଅଭିଯୋଗକୁ ଭିତ୍ତି କରି ତଦନ୍ତ ପୂର୍ବକ ପୁଲିସ ସ୍ୱାମୀ ରୂପକକୁ ଗିରଫ କରିଛି ।

Hot this week

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

ବାଇକ ସ୍କୁଟି ମୁହାଁମୁହିଁ ଧକ୍କା- ୩ ମୃତ ୨ ଗୁରୁତର

ପାଟଣା - ଶୁକ୍ରବାର ସନ୍ଧ୍ୟା ସାଢ଼େ ୬ଟା ସମୟରେ ଘଟଗାଁ ଥାନା...

Related Articles

Popular Categories