www.samajalive.in
Monday, December 8, 2025
27.1 C
Bhubaneswar

ତୃତୀୟ ଦିନରେ ବି ସରଗରମ ହେବ ଗୃହ

ଭୁବନେଶ୍ଵର: ସରଗରମ ହେଉଛି ବିଧାନସଭା ବଜେଟ୍ ଅଧିବେଶନ। ଦୁଇ ଦିନ ଗୃହ ହୁଲସ୍ତୁଲ ହୋଇଛି। ସରକାରୀ ଦଳ ଓ ବିରୋଧୀ ଦଳ ମୁହାଁମୁହିଁ ହୋଇଛନ୍ତି। ଆଜି ତୃତୀୟ ଦିନରେ ବି ଗୃହ ସରଗରମ ହୋଇପାରେ। ରାଜ୍ୟପାଳଙ୍କ ପୁଅଙ୍କ ବିରୋଧରେ ଆସିଥିବା ଅଭିଯୋଗକୁ ନେଇ ବିରୋଧୀ ବିଜେଡି ଏବଂ କଂଗ୍ରେସ ସରକାରଙ୍କୁ ଘେରୁଛନ୍ତି। ଏହାକୁ ନେଇ ଆଜି ବି ଗୃହରେ ମୁହାଁମୁହିଁ ହୋଇପାରନ୍ତି ଶାସକ ଓ ବିରୋଧୀ। ଏହାସହ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନା ହେବ। ତୃତୀୟ ଦିନରେ କୃଷି, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ , ଶକ୍ତି ଭଳି ବିଭିନ୍ନ ବିଭାଗ ଉପରେ ଆଲୋଚନା ହୋଇପାରେ।

Hot this week

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

ଓଡ଼ିଶାରେ ଡାକ୍ତର ମରୁଡି ବଢାଇଲା ଚିନ୍ତା

ଭୁବନେଶ୍ୱର: ଓଡ଼ିଶାରେ ଡାକ୍ତର ମରୁଡି ପଡିଛି । ଠିକାରେ ଚାଲିଛି ଡାକ୍ତରୀ...

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

Related Articles

Popular Categories