www.samajalive.in
Sunday, December 7, 2025
26.1 C
Bhubaneswar

ବଡ ଅଘଟଣ ; ଉଡାଣ ଭରିବା ପରେ ଜଳିଗଲା ବିମାନ, ୧୯ ଯାତ୍ରୀ ମୃତ ସୂଚନା

କାଠମାଣ୍ଡୁ : ନେପାଳରେ ବଡ ଧରଣର ଅଘଟଣ ଘଟିଛି । ଉଡାଣ ଭରିଥିବା ବିମାନ ଦୁର୍ଘଟଣାଗ୍ରସ୍ତ ପରେ ନିଆଁ ଲାଗି ୧୯ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ନେପାଳର କାଠମାଣ୍ଡୁ ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଉଡାଣ ଭରିଥିବା ଏକ ବିମାନ ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି ।  ଉଡାଣ ଭରିବା ପରେ ରନୱେରୁ ଖସି ପଡିଥିଲା ବିମାନ । ଏହାପରେ ବିମାନରେ ନିଆଁ ଲାଗି ଯାଇଥିଲା । ୧୯ ଜଣ ଯାତ୍ରୀଙ୍କୁ ନେଇ ଏହି ବିମାନ ଉଡାଣ ଆରମ୍ଭ କରିଥିଲା।
ବିମାନଟି ନେପାଳର କାଠମାଣ୍ଡୁରୁ ପୋଖରା ଯାଉଥିଲା । ବିମାନରେ ୨ ଜଣ କ୍ରିଉ ଓ ଅନ୍ୟ ୧୭ ଜଣ ଯାତ୍ରୀ ଥିଲେ ବୋଲି ଜଣାପଡିଛି । ଖବର ପାଇ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି।

ଦେଖନ୍ତୁ ଭିଡିଓ ; ନିଜ ମାଷ୍ଟରଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲା ହାତୀ,କଲା ଏମିତି..

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories