www.samajalive.in
Saturday, December 6, 2025
15.1 C
Bhubaneswar

ରତ୍ନ ଅଳଙ୍କାର ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ- ଜଷ୍ଟିସ୍‍ ବିଶ୍ୱନାଥ ରଥ

ସମାଜ ଡିଜିଟାଲ ଡେସ୍କ: ପୁରୀରେ ପହଞ୍ଚିଛନ୍ତି ରତ୍ନଭଣ୍ଡାର ଯାଞ୍ଚ କମିଟି ଅଧ୍ୟକ୍ଷ ଜଷ୍ଟିସ୍‍ ବିଶ୍ୱନାଥ ରଥ । ତାଙ୍କ ସହିତ ସୁପ୍ରମକୋର୍ଟର ଅବସରପ୍ରାପ୍ତ ଜଷ୍ଟିସ୍‍ ଆଦର୍ଶ ଗୋଏଲ ମଧ୍ୟ ପହଞ୍ଚିଛନ୍ତି । ରତ୍ନଭଣ୍ଡାରୁ ସୁରକ୍ଷିତ ଭାବେ ରତ୍ନ ଅଳଙ୍କାର ସବୁ ଖଟଶେଜ ରୁମକୁ ସ୍ଥାନାନ୍ତର ହୋଇଥିବା ବେଳେ ଏବେ ଏହାର ଗଣତି ମଣତି ପାଇଁ ଏସଓପି ପ୍ରସ୍ତୁତ ହୋଇଛି । ପ୍ରଥମେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏଏସଆଇକୁ ରତ୍ନଭଣ୍ଡାର ମରାମତି ପାଇଁ ହସ୍ତାନ୍ତର କରାଯିବ । ଏହାପରେ ରତ୍ନ ଅଳଙ୍କାରକୁ ଗଣତି ମଣତି କରାଯିବ ବୋଲି ସୂଚନା ଦେଇଛନ୍ତି ଜଷ୍ଟିସ୍‍ ବିଶ୍ୱନାଥ ରଥ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories