www.samajalive.in
Monday, December 15, 2025
24.1 C
Bhubaneswar

୫୦ ହଜାର ଲାଞ୍ଚ ନେଇ ଫସିଲେ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ

ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ବୁଧବାର ଫସିଛନ୍ତି ପାଟଣାଗଡ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ସୁଜିତ କୁମାର ପାଢୀ । ୫୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ସେ ନିଜ କାର୍ଯ୍ୟାଳୟରେ ଥିବା ସହ ଜଣେ ଠିକାଦାରଙ୍କ ଠାରୁ ୧ ଲକ୍ଷ ଟଙ୍କା ଦାବି କରିଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ବିଲ୍‌ ପାସ୍‌ କରିବା ପାଇଁ ଏହି ଅର୍ଥ ନେଉଥିଲେ । ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ତାଙ୍କୁ ଧରିଥିଲା । ଘଟଣାର ତଦନ୍ତ ଜାରି ରହିଛି।

୩ ଘଣ୍ଟାରେ ୭ ଜିଲାରେ ପ୍ରବଳ ବର୍ଷିବ..

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories