www.samajalive.in
Sunday, December 14, 2025
26.1 C
Bhubaneswar

ଆଜିଠୁ ଭାରତର ପ୍ୟାରିସ୍‍ ଅଭିଯାନ

ସମାଜ ଡିଜିଟାଲ ଡେସ୍କ: ପ୍ୟାରିସ୍‍ ଅଲିମ୍ପିକ୍ସ ୨୦୨୪ରେ ଆଜିଠୁ ଅଭିଯାନ ଆରମ୍ଭ କରିବ ଭାରତ । ଅଲିମ୍ପିକ୍ସ ମହାକୁମ୍ଭ ୨୬ଜୁଲାଇରେ ଉଦଘାଟନ ହେବାକୁ ଥିବାବେଳେ ଭାରତୀୟ ଖେଳାଳିମାନେ କିନ୍ତୁ ୨୫ ଜୁଲାଇରୁ ଅଭିଯାନ ଆରମ୍ଭ କରିବେ । ଆର୍ଚେରୀ ଟିମ୍‍ ଇଭେଣ୍ଟରୁ ଅଭିଯାନ ଆରମ୍ଭ କରିବ ଭାରତ । ଭାରତୀୟ ସମୟ ଅପରାହ୍ନ ୧ଟାରେ ମହିଳା ଓ ୫ଟା ୪୫ରେ ପୁରୁଷଙ୍କ ପ୍ରତିଯୋଗିତା ହେବ । ଚଳିତ ଥର ଅଲିମ୍ପିକ୍ସରେ ଭାରତ ପକ୍ଷରୁ ମୋଟ ୧୧୭ଜଣ ଆଥଲେଟ ଅଂଶଗ୍ରହଣ କରିଛନ୍ତି । ଭାରତ ଅଭିଯାନର ପ୍ରଥମ ଦିନରେ ତୀରନ୍ଦାଜୀ ପ୍ରତିଯୋଗିତାରେ ଭାଗ ନେବ । ଏପର୍ଯ୍ୟନ୍ତ ତୀରନ୍ଦାଜୀରେ ଭାରତକୁ କିଛି ବି ମେଡାଲ ମିଳିନାହିଁ । ଏଥିପାଇଁ ଖେଳାଳିଙ୍କ ନଜର ମେଡାଲ ଉପରେ ରହିଛି ।

Hot this week

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

Related Articles

Popular Categories