ସମାଜ ଡିଜିଟାଲ ଡେସ୍କ: ଓଡ଼ିଶା ପ୍ରଶାସନିକ ସେବା (ଓଏଏସ) ଅଧିକାରୀ ଦେବ ପ୍ରସାଦ ଦାଶଙ୍କ ଉପରୁ ନିଲମ୍ବନ ଆଦେଶ ଉଠାଇଲେ ରାଜ୍ୟ ସରକାର। ନିଲମ୍ବନ ଉଠିବା ପରେ ତାଙ୍କୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତି ବିଭାଗର ଯୁଗ୍ମ ସଚିବ ଦାୟିତ୍ଵ ପ୍ରଦାନ କରାଯାଇଛି। ୨୦୧୮ ମେ ୨୮ ତାରିଖରେ ତତ୍କାଳୀନ ରାଜ୍ୟ ସରକାର ଦେବ ପ୍ରସାଦଙ୍କୁ ନିଲମ୍ବିତ କରିଥିଲେ।
Popular Categories



