www.samajalive.in
Friday, December 12, 2025
15.1 C
Bhubaneswar

୨ ଜଣଙ୍କୁ ଦଳି ମାରିଦେଲା ହାତୀ

ଖୋର୍ଦ୍ଧା: ହାତୀ ଆକ୍ରମଣରେ ମହିଳା ଓ ନାବାଳକ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଜଙ୍କିଆ ଥାନା ଡମଣଭୂଇଁରେ ହାତୀ ଆତଙ୍କ ଖେଳାଇ ବିଚରଣ କରୁଛନ୍ତି। ହାତୀ ଆକ୍ରମଣରେ ଆଉ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ବନ ବିଭାଗ କର୍ମଚାରୀ ହାତୀମାନଙ୍କ ଗତି ବିଧି ଉପରେ ନଜର ରଖିଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories