www.samajalive.in
Tuesday, December 9, 2025
26.1 C
Bhubaneswar

ଗୋମାଂସ ବୋଝେଇ ଟ୍ରକ ଜବତ

ଛତ୍ରପୁର : ଛତ୍ରପୁର ଡିଆରଡିଏ ଛକ ନିକଟରେ ଆଜି ସକାଳେ ଏକ ଗୋମାଂସ ବୋଝେଇ ଟ୍ରକ ଜବତ ହୋଇଛି । ଏହା କଟକରୁ ହାଇଦ୍ରାବାଦକୁ ଯାଉଥିବା ଜଣାପଡିଛି । ଏକ ଟ୍ରକ ଯୋଗେ ଗୋରୁ ମାଂସ ଯାଉଥିବା  କୌଣସି ପ୍ରକାରେ ସୂଚନା ପାଇ ବଜରଙ୍ଗଦଳ ସଦସ୍ୟ ମାନେ ଜୀବନକୁ ବାଜି ଲଗାଇ ଗୋଡାଇ ଗୋଡାଇ ଡିଆରଡିଏ ଛକ ନିକଟରେ ଏହାକୁ ଅଟକାଇ ଥିଲେ। ଏଥିରେ  ପ୍ରାୟ ୧୨ ଟନର ଗୋମାଂସ ରଖାଯାଇଥିଲା ।  ଡ୍ରାଇଭରଙ୍କୁ ଅଟକ ରଖି ପଚରା ଉଚରା କରାଯାଉଛି । ଏହି କାରବାରର ମୁଖ୍ୟକୁ ତୁରନ୍ତ ଗିରଫ କରିବା ଦାବି କରିଛନ୍ତି ବଜରଙ୍ଗ ଦଳର ସଦସ୍ୟ ।

ଜିଓ ଉପଭୋକ୍ତାଙ୍କ ପାଇଁ ଖୁସି ଖବର ! ଏଣିକି ବିନା ରିଚାର୍ଜରେ ବି ମିଳିବ ଡାଟା, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

Hot this week

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

Related Articles

Popular Categories