www.samajalive.in
Sunday, December 7, 2025
26.1 C
Bhubaneswar

ମହାମେଣ୍ଟକୁ ନେଇ ମୁହଁ ଖୋଲିଲେ ଖାରବେଳ ସ୍ବାଇଁ

ଭୁବନେଶ୍ବର: ଓଡିଶାରେ ମହାମେଣ୍ଟକୁ ନେଇ ଶୁକ୍ରବାର ଖାରବେଳ ସ୍ବାଇଁ ମୁହଁ ଖୋଲଛନ୍ତି । ଆଗାମୀ ୧୦ରୁ ୧୫ ଦିନ ମଧ୍ୟରେ ମହାମେଣ୍ଟର ରୂପରେଖ ସ୍ପଷ୍ଟ ହେବ ବୋଲି ସେ କହିଛନ୍ତି । ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡା, ପୂର୍ବତନ ମନ୍ତ୍ରୀ ଦାମ ରାଉତ ଓ ପୁରୀର ପୂର୍ବତନ ସାଂସଦ ବ୍ରଜ କିଶୋର ତ୍ରିପାଠୀଙ୍କ ଆଲୋଚନା ଜାରି ରହିଛି । ରାଜ୍ୟରେ ବିଜେଡି ବିରୋଧରେ ମହାମେଣ୍ଟ ହେବ ବୋଲି ଖାରବେଳ ସ୍ବାଇଁ କହିଛନ୍ତି । ସେ ଆହୁରୀ ମଧ୍ୟ କହିଛନ୍ତି ଯେ, କଂଗ୍ରେସକୁ ଯିବାର ନାହିଁ ଏବଂ ବିଜେପି ସହ ଆଲୋଚନା ହୋଇନାହିଁ । ବିଜେଡି ବିରୋଧରେ ଏକାଠି ହେବାକୁ ପ୍ରୟାସ ଆରମ୍ଭ ହୋଇଛି ବୋଲି ଖାରବେଳ ସ୍ବାଇଁ କହିଛନ୍ତି ।

 

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories