www.samajalive.in
Saturday, December 6, 2025
19.1 C
Bhubaneswar

ମଝି ଚିଲିକାରେ ୧ଘଣ୍ଟା ଧରି ପଶିଲା ଡଙ୍ଗା

ଭୁବନେଶ୍ୱର: ମଝି ଚିଲିକାରେ ପଶିଥିଲା ଡଙ୍ଗା । ମେସିନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଆଜି ସକାଳେ ଚିଲିକା ମଝିରେ ଅଟକି ରହିଥିଲା ଡଙ୍ଗା । ଡଙ୍ଗାରେ ୧୭ଜଣ ଯାତ୍ରୀଙ୍କ ସହିତ ବାଇକ ମଧ୍ୟ ରହିଥିଲା । ଆଜି ସକାଳେ ଜହ୍ନିକୁଦା ଘାଟରୁ ଯାତ୍ରୀଙ୍କୁ ନେଇ ସାତପଡା ଅଭିମୁଖେ ବାହାରିଥିବା ଡଙ୍ଗାଟି ମଝି ଚିଲିକାରେ ପଶିରହିଥିଲା । ପ୍ରାୟ ୧ଘଣ୍ଟା ଧରି ପଶି ରହିବ ପରେ ଏହି ସମୟରେ କିଛି ମତ୍ସ୍ୟଜୀବୀମାନେ ସେଠାରେ ପହଞ୍ଚି ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଥିଲେ ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories