www.samajalive.in
Monday, December 8, 2025
13.1 C
Bhubaneswar

ଅନ୍ ଲାଇନ୍ ଗେମରେ କୋଟି କୋଟି ଟଙ୍କା କାରବାର ! ଇଡି ଚଢାଉ

ବଣାଇ : ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ପକ୍ଷରୁ ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ ଏକ ବଡଧରଣର ଚଢାଉ ଚାଲିଛି। ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ କଲକାତାରୁ ଇଡିର ଏହି ୪୦ ଜଣିଆ ଟିମ୍ ୮ ଟି ଗାଡ଼ିରେ ଆସି ବଣାଇ ଅଞ୍ଚଳରେ ପହଞ୍ଚିଛନ୍ତି। ଟିମ୍ ର ଅଧିକାରୀ ମାନେ ବଣାଇ ଥାନା ଅନ୍ତର୍ଗତ ବଡ ଗୋଗୁଆ , ଜଙ୍ଗଳା ଏବଂ ରୁଗୁଡ଼ା ଗ୍ରାମର ୬ଟି ବିଲ୍ଡିଂରେ ଚଢାଉ ଜାରି ରଖିଛନ୍ତି। ଚଢାଉର ସଠିକ୍ କାରଣ ଜଣା ପଡି ନଥିଲେ ମଧ୍ୟ ଅନ୍ ଲାଇନ୍ ଗେମ୍ ରେ କୋଟି କୋଟି ଟଙ୍କା କାରବାର ବାବଦରେ ଇଡି ସୁରାଗ ପାଇଥିବା ଅନୁମାନ କରାଯାଉଛି। ଫି ଉଇନ୍ ଗେମ୍ ନାମକ ଏକ ଅନ୍ ଲାଇନ୍ ବେଟିଂ ସମ୍ପର୍କରେ ସୂଚନା ନେଇ ଇଡି ଏହି ଚଢ଼ାଉ କରିଥିବା ଜଣାପଡ଼ୁଛି।

ଦେଖନ୍ତୁ ଭିଡିଓ: ରଖେ ହରି ତ ମାରେ କିଏ, ୧୩ ମହଲା କୋଠାରୁ ତଳକୁ ଖସିଲେ ମହିଳା, ତା’ପରେ..

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories