www.samajalive.in
Saturday, December 6, 2025
15.1 C
Bhubaneswar

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ; ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ନାହିଁ

ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ପୁଣି ଏକ ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ବାଂଲାଦେଶ ଉପକୂଳରେ କେନ୍ଦ୍ରିଭୂତ ହୋଇଥିବା ବେଳେ କ୍ରମଶଃ ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡଖଣ୍ଡ ମୁହାଁ ହେବ । ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ଦିନ ପର୍ଯ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଜିଲାରେ ୨ ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷିବ । ତେବେ ଆକସ୍ମିକ ବନ୍ୟା ସ୍ଥିତି ସୃଷ୍ଟି ହୋଇପାରେ।

ଅଗଷ୍ଟରେ ଶୁକ୍ର ଚଳନ : ଏହି ରାଶିଙ୍କୁ କରିବେ ଧନୀ,କର୍ମକ୍ଷେତ୍ରରେ ଉନ୍ନତି ସହ ଚମକାଇବେ ଭାଗ୍ୟ..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories