www.samajalive.in
Tuesday, December 9, 2025
16.1 C
Bhubaneswar

ବେଆଇନ ପଥରବୋଝେଇ ଟ୍ରକ ଜବତ

ବଡ଼ସାହି : ଶିମିଳିପାଳ ପାଦଦେଶ ବେଲଡୁଙ୍ଗୁରୀ ଅଞ୍ଚଳରେ ଥିବା ବେଆଇନ ପଥର ଖାଦାନରୁ କଳାମୁଗୁନି ପଥର ବୋଝେଇ କରି ଯାଉଥିବା ଏକ ଟ୍ରକ(ନଂ ଓଆର ୦୧ଡ଼ି ୯୪୦୫)କୁ ବନବିଭାଗ ପକ୍ଷରୁ ଜବତ କରାଯାଇଛି। ଟ୍ରକ ଚାଳକ ପଥର ଚାଲାଣ ସମ୍ପର୍କିତ କାଗଜପତ୍ର ଦେଖାଇ ନପାରିବାରୁ ଜବତ ଟ୍ରକଟିକୁ ଡୁକୁରା ବନବିଭାଗ କାର୍ଯ୍ୟାଳୟକୁ ନିଆଯାଇଥିଲା। ଚାଳକ ଜଣଙ୍କ ନିଜର ଲିଖିତ ସ୍ୱୀକାରୋକ୍ତି ପ୍ରଦାନ ପରେ ଏନେଇ ଏକ ମାମଲା ରୁଜୁ ହୋଇଥିବା ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories